ଭୁବନେଶ୍ୱର, ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଆଜି ଭୁବନେଶ୍ୱର ସ୍ଥିତ ଏମ୍ସରେ ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଜାଂଚ କରାଯାଇଛି । ନିର୍ବାଚନ କମିଶନ ମେଡିକାଲ ଲିଭ୍ରେ ଥିବା ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ଦେଇଥିଲେ ।
ଭୁବନେଶ୍ୱର, ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଆଜି ଭୁବନେଶ୍ୱର ସ୍ଥିତ ଏମ୍ସରେ ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଜାଂଚ କରାଯାଇଛି । ନିର୍ବାଚନ କମିଶନ ମେଡିକାଲ ଲିଭ୍ରେ ଥିବା ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ଦେଇଥିଲେ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO