ଭୁବନେଶ୍ୱର, ପୁରୀ ଚନ୍ଦନଯାତ୍ରା ବେଳେ ବାଣି ବିସ୍ଫୋରଣ ଘଟଣାରେ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ । ସୋସିଆଲ ମିଡିଆ ଏକ୍ସରେ ଶଙ୍କରାଚାର୍ଯ୍ୟ କହିଛନ୍ତି ଯେ, ପୁରୀରେ ଶ୍ରୀଚନ୍ଦନଯାତ୍ରାରେ ବାଣ ବିସ୍ଫୋରଣରେ ଯେଉଁ ଭକ୍ତମାନେ ଆହତ ହୋଇଛନ୍ତି, ଭଗବାନ ଶ୍ରୀ ଜଗନ୍ନାତଙ୍କ ଅନୁକଂପାର ଅମୋଘ ପ୍ରଭାବରେ ସେମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ, ଏହା କାମନା କରୁଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO