
ଭୁବନେଶ୍ୱର, ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବୈଜୟନ୍ତ ପଣ୍ଡା । ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଭାବନୀୟ ବାଣ ବିସ୍ଫୋରଣରେ ମୃତାହତ ହେବ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗକୁ ମୋର ଗଭୀର ସମବେଦନା ଜଣାଇବା ସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି ।