ଭୁବନେଶ୍ୱର,ଲକ୍ଷ୍ମୀ ନୃସିଂହନାଥ ମନ୍ଦିରରେ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଏନେଇ ଫଟୋ ସେୟାର କରିବା ସହ କହିଛନ୍ତି ଯେ, ବାଲିଅନ୍ତା ଯଶୁଆପୁର ସ୍ଥିତ ଲକ୍ଷ୍ମୀ ନୃସିଂହନାଥ ମନ୍ଦିରରେ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବାର ସୌଭାଗ୍ୟ ପ୍ରାପ୍ତ ହେଲା । ଭଗବାନଙ୍କ ପାଖରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି । ଓଁ ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହନାଥ ଦେବାୟ ନମଃ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO