ନୂଆଦିଲ୍ଲୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା । ସେ ଉତ୍ତର ପ୍ରଦେଶର ପ୍ରଗତି ଏବଂ ଗରିବଙ୍କୁ ସଶକ୍ତ କରିବା ପାଇଁ କାର୍ଯ୍ୟ କରୁଛନ୍ତି । ମୁଁ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ କାମନା କରୁଛି ।
Related Stories
November 21, 2024