
ଗଞ୍ଜାମ, ଲେଖା ଛିଡିଲା। ଵ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ ବିପୁଳ ଭୋଟରେ ବିଜୟୀ ହୋଇଥିବାରୁ ପିତଳ ଧର୍ମାନନ୍ଦ ମହିଳା ସମିତିର ଉପଦେଷ୍ଟା ଡାକ୍ତର ହୃଷୀକେଶ ମହାନ୍ତି ଓ କର୍ମକର୍ତ୍ତାମାନେ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହା ସହ ମୋଦି ସରକାରଙ୍କ ସଫଳତା ପାଇଁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।