ଭୁବନେଶ୍ୱର, ସମ୍ବଲପୁରରେ ବାଇକ ଟ୍ରକ ଧକ୍କା । ସମ୍ବଲପୁର ଶାସନ କୀଲାସମ ସମଲେଶ୍ୱରୀ ଢ଼ାବା ପାଖରେ ଏକ ପଲସର ବାଇକ ସହିତ ଟ୍ରକ ଧକ୍କା ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ବୁର୍ଲା ବଡ଼ଡାକ୍ତରଖାନାକୁ ନିଆଯାଇଛି l

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO