ଭୁବନେଶ୍ୱର– କଂଗ୍ରେସରୁ ବିଦା ହୋଇଛନ୍ତି ମାନସ ଚୌଧୁରୀ । କଂଗ୍ରେସର କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକ ଦଳ ବିରୋଧି କାର୍ଯ୍ୟ ପାଇଁ ମାନସଙ୍କ ବହିଷ୍କାର କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO