ଭୁବନେଶ୍ୱର/ବାଲେଶ୍ବର, ପ୍ରଚଣ୍ଡ ଶବ୍ଦରେ ଥରିଲା ବାଲେଶ୍ୱର । ଆଜି ପୁଣି ଥରେ ବାଲେଶ୍ବର ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି । ପ୍ରଚଣ୍ଡ ଶବ୍ଦରେ ଥରିଛି ବାଲେଶ୍ୱର, ଏପରିକି ଘରର ଆସବାବପତ୍ର ମଧ୍ୟ ଥରିଉଠିଥିଲା । ଗତ କାଲି ମଧ୍ୟ ଏଭଳି ଶବ୍ଦ ସମାନ ଭାବେ ଶୁଣା ଯାଇଥିଲା । ସୁପର ସନିକ ଜେଟ୍ ଇଂଜିନର ଶବ୍ଦ ବୋଲି ଅଂଶଙ୍କା କରାଯାଉଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO