ଭୁବନେଶ୍ୱର, ନରେନ୍ଦ୍ର ମୋଦି ଏନ୍ଡିଏ ସଂସଦୀୟ ଦଳ ନେତା ନିର୍ବାଚିତ ହୋଇଛନ୍ତି । ସଂସଦର କେନ୍ଦ୍ରୀୟ ହଲ୍ରେ ଆଜି ବିଜେପି ନେତୃତ୍ୱାଧୀନ ଏନଡିଏ ବୈଠକ ଆୟୋଜିତ ହୋଇଯାଇଛି। ବୈଠକରେ ନରେନ୍ଦ୍ର ମୋଦୀଙ୍କୁ ନୂତନ ଭାବେ ନିର୍ବାଚିତ ସାଂସଦ ସେମାନଙ୍କ ନେତା ମନୋନୀତ କରିଛନ୍ତି।
ମୋଦିଙ୍କ ନାମ ପ୍ରସ୍ତାବ କରିଥିଲେ ରାଜନାଥ ସିଂହ । ପ୍ରସ୍ତାବକୁ ସମର୍ଥନ କରିଥିଲେ ଅମିତ ଶାହ, ନୀତିନ ଗଡ଼କରୀ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO