ଭୁବନେଶ୍ୱର/ସାଲେପୁର,ବିଜେପି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଭିଯୁକ୍ତଙ୍କ ଗିରଫ ଦାବି । ସାଲେପୁର ବ୍ଲକ ଅଧିନସ୍ତ ମାଳ ଶାସନର ବୁଥ୍ ନମ୍ବର ୧୮୪ ,୧୮୫ ରେ ବିଜେପି ଏଜେଣ୍ଟ ଓ କର୍ମୀଙ୍କୁ ମରଣାତ୍ମକ ଆକ୍ରମଣର ମୁଖ୍ୟ ସାଲେପୁର ବ୍ଲକର ଶାସକ ଦଳର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ରମେଶ କୁମାର ଜେନାଙ୍କୁ ଗିରଫ ଦାବି କରି ସାଲେପୁର ବିଜେପି ପକ୍ଷରୁ ସାଲେପୁର ଥାନା ଘେରାଉ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO