ଭୁବନେଶ୍ୱର- ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ। ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ନୋଟିସ୍ ମିଳିଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଅଭୟାରଣ୍ୟ ବନ୍ଦ ରହିବ।