ଭୁବନେଶ୍ୱର, ସଂଗ୍ରାମ କେଶରୀ ପାଇକରାୟ ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ଇସ୍ତଫା ଦେଇଥିବା ଜଣା ପଡିଛି । ସେ ତାଙ୍କର ଇସ୍ତଫା ପତ୍ର ଏମଏସଏମଇ ବିଭାଗକୁ ପଠାଇ ଦେଇଛନ୍ତି । ସେ ଏହି ପଦରେ ଦୁଇ ଥର ସଭାପତି ଦାୟିତ୍ୱରେ ଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO