ଭୁବନେଶ୍ୱର, ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଲେଖିକା ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।