ଭୁବନେଶ୍ୱର, ବିର୍ସା ମୁଣ୍ଡାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର ମହାନାୟକ, ଭାରତ ମାତାର ବୀର ସୁପୁତ୍ର, ଧରତି ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସରେ କୋଟି କୋଟି ପ୍ରଣାମ ।ସେ ବିଦେଶୀ ଆକ୍ରମଣକାରୀ ଓ ବିଦେଶୀ ସଂସ୍କୃତି ବିରୁଦ୍ଧରେ ଆଦିବାସୀ ସମାଜରେ ନବଚେତନାର ଯେଉଁ ସୂତ୍ରପାତ କରିଥିଲେ, ତାହା ଅତୁଳନୀୟ ଅଟେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO