ଭୁବନେଶ୍ବର, ଦଳୀୟ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ । ମୁଖ୍ୟମନ୍ତ୍ରୀ କିଏ ହେବ ଖୁବ୍ଶୀଘ୍ର ନିଷ୍ପତ୍ତି ନିଆଯିବ । ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ସାମ୍ବାଦିକ ମାନଙ୍କ ପ୍ରଶ୍ନର ଉତରରେ ଏହା କହିଛନ୍ତି ।
ସେ କହିଛନ୍ତି ଯେ ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ଆସିବେ । ବିଧାୟକ ଦଳ ବୈଠକରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO