ଭୁବନେଶ୍ୱର, ବୁଧବାର ସନ୍ଧ୍ୟାରେ ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ ବସିବ । ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯିବ । ବିଶେଷ କରି ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଏବଂ ଲୋକସେବା ଭବନରେ ଗଣମାଧ୍ୟମ ପ୍ରତିନିଧି ପ୍ରବେଶ ଉପରୁ କଟକଣା ଉଠିବା ନେଇ ନିଷ୍ପତି ନିଆଯାଇପାରେ ।
Related Stories
November 22, 2024