ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୁଏତର ଭୟାବହ ଅଗ୍ନିକାଣ୍ଡ ଦୁର୍ଘଟଣାରେ ଦୁଇ ଓଡ଼ିଆ ମୃତକଙ୍କ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ସହ ଅମର ଆତ୍ମାର ସଦଗତି ନିମନ୍ତେ ସେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Related Stories
November 22, 2024