କଟକ, ବଡ଼ମ୍ବା ବନାଚଂଳ ଅନ୍ତର୍ଗତ ବେଲିଆପାଳ କିମ୍ଭିରୀ ନାଳରେ ଫସି ରହିଛନ୍ତି ତିନୋଟି ହାତୀ । ତନ୍ମଧ୍ୟରେ ୨ଟି ଦନ୍ତା ଓ ଗୋଟିଏ ମାଈ ହାତୀ ରହିଛି । ଖବର ପାଇ ବନ ବିଭାଗ, ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଂଚି ତିନି ହାତୀଙ୍କୁ ନାଳରୁ ଉଦ୍ଧାର ପାଇଁ ଉଦ୍ୟମ ଚଳାଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO