ଭୁବନେଶ୍ୱର/ନାକଟିଦେଉଳ, ଭଡା ଘର ଭିତରୁ ଜୁନିଅର କ୍ଲର୍କଙ୍କ ମୃତଦେହ ଉଦ୍ଧାର ହୋଇଛି । ନାକଟିଦେଉଳ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା କ୍ଷୀରୋଦ କୁମାର ବଳଙ୍କ ରେଢାଖୋଲ ସହରର ଲୁକାପାଲି ସାହିର ଏକ ଭଡା ଘର ଭିତରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ସେ ଭଡାଘରେ ଏକା ରହୁଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ରେଢାଖୋଲ ପୋଲିସ ପହଁଞ୍ଚି ଶବ ଜବତ କରି ଅଧିକ ତଦନ୍ତ କରୁଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO