ଭୁବନେଶ୍ୱର,ପଙ୍କରେ ଫସିଲେ ହାତୀ । କଟକ ଜିଲ୍ଲା ବଡମ୍ବା ରେଞ୍ଜ ବେଲିଆପାଳ ଖଳିଖାତରେ ୩ ହାତୀ ପଙ୍କରେ ଫସିରହିଛନ୍ତି । ୨ ଦନ୍ତା ଓ ମାଇ ହାତୀ ଅଟକି ରହିଛନ୍ତି। ବନ ବିଭାଗ, ଦମକଳ, ପୋଲିସ୍ କର୍ମଚାରୀ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO