-
କୋରାପୁଟ ଜିଲ୍ଲାର କୋଟପାଡରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର– ଗତ ୨୪ ଘଂଟା ମଧ୍ୟରେ କୋରାପୁଟ ଜିଲ୍ଲାର କୋଟପାଡରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୧୦.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୨.୪ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୧.୦ ମି.ମି. ଏବଂ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ୦.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।