ଭୁବନେଶ୍ୱର/ ସାଲେପୁର– କଟକ ସଦର ବିଧାୟକଙ୍କ ଗାଡି ଉପରକୁ ଆକ୍ରମଣ । କଟକସଦର ନବନିର୍ବାଚିତ ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର ଉପରକୁ କିଶନ ନଗର ଥାନା ଅଧିନସ୍ତ ଷୋମପୁର ଛକରେ ଗତକାଲି ମଧ୍ୟରାତ୍ରରେ ଆକ୍ରମଣ ହୋଇଛି । ଆକ୍ରମଣକାରୀ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO