
ଭୁବନେଶ୍ୱର, ମିଶନ ଶକ୍ତି ବିଭାଗର ସମୀକ୍ଷା କରିଛନ୍ତି ପ୍ରଭାତି ପରିଡା । ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଆଜି ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି । ବୈଠକରେ ବିଭାଗୀୟ ସଚିବ ସାଲିନୀ ପଣ୍ଡିତ ଏବଂ ମିଶନ ଶକ୍ତି ନିର୍ଦ୍ଦେଶକ ବିନୀତ ଭରଦ୍ୱାଜ ଉପସ୍ଥିତ ରହିଛନ୍ତି। ବିଭାଗର ସମସ୍ତ ଅଧିକାରୀଙ୍କୁ ନେଇ ସମୀକ୍ଷା କରୁଛନ୍ତି ମନ୍ତ୍ରୀ ।