ନୂଆଦିଲ୍ଲୀ,ସାରା ଦେଶରେ ଇଦ-ଉଲ-ଅଜହାର ପର୍ବ ଧୁମଧାମର ପାଳନ ହେଉଛି । ସକାଳୁ ମସଜିଦରେ ଇଦ-ଉଲ-ଅଜହାର ନମାଜ ପାଠ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳେ ଇଦ-ଉଲ-ଅଜହା ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଯେ, ଇଦ-ଉଲ-ଅଜହାର ଶୁଭକାମନା । ଏହି ବିଶେଷ ଅବସର ସଦଭାବର ବନ୍ଧନକୁ ଆହୁରି ମଜବୁତ କରୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO