ଭୁବନେଶ୍ୱର, ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର । ମମିତା ମେହେର ହତ୍ୟାକାଣ୍ଡ, ଗୋବିନ୍ଦ ସାହୁ ଆତ୍ମହତ୍ୟା, ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣାର ମଧ୍ୟ ସିବିଆଇ ତଦନ୍ତ ଦାବି କରିଛନ୍ତି ଜୟ ନାରାୟଣ ମିଶ୍ର । ସେ ଏହି ସମସ୍ତ ପ୍ରସଙ୍ଗ ବିଧାନସଭାରେ ଉଠାଇବେ ବୋଲି ମଧ୍ୟ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO