ମାଲକାନଗିରି, ମାଲକାନଗିରି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ଆଜି ୩ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଏହି ତିନି ମାଓବାଦୀ ଛତିଶଗଡ଼ ରାଜ୍ୟର ହୋଇଥିବା ସୂଚନା ମିଳିଛି । ଗତ ୪ ବର୍ଷ ହେଲା ଏମାନେ ମାଓବାଦୀ ସଂଗଠନ ପାଇଁ କାର୍ଯ୍ୟ କରି ଆସୁଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO