ନୂଆଦିଲ୍ଲୀ, ଇଣ୍ଡୋନେସିୟା ପ୍ରଥମ ଦ୍ୱିପାକ୍ଷିୟ ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜକାର୍ତାରେ ଇଣ୍ଡୋନେଶିୟାର ରାଷ୍ଟ୍ରପତି ଜୋକୋ ବିଡୋଡୋଙ୍କ ସହିତ ବ୍ୟାପକ କଥାବାର୍ତା ହୋଇଛନ୍ତି ।
କେତେକ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସହଯୋଗକୁ ଆହୁରି ବଢାଇବା ଉପାୟ ଉପରେ ପ୍ରଧାନମନ୍ତ୍ରୀ ମୋଦୀ ବିଚାର ବିମର୍ଶ କରିଥିଲେ । ମୋଦୀ ନିଜର ଏହି ଗସ୍ତ ସମୟରେ ଇଣ୍ଡୋନେଶିୟାରେ ଭାରତୀୟ ସମୁଦାୟଙ୍କ ସହିତ ମଧ୍ୟ କଥା ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO