ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଦେବସ୍ନାନ ପୂର୍ଣିମାରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ପବିତ୍ର ‘ଦେବସ୍ନାନ ପୂର୍ଣ୍ଣିମା’ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ଉତ୍ତମ ସ୍ବାସ୍ଥ୍ୟ, ସଂବୃଦ୍ଧି ଓ ଉତ୍ତରୋତ୍ତର ଉନ୍ନତି କାମନା କରୁଛି ।
ଜୟ ଜଗନ୍ନାଥ ।