ଭୁବନେଶ୍ୱର, ଗତକାଲି ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଦିବ୍ୟସ୍ନାନ ପରେ ଜ୍ବରରେ ପୀଡ଼ିତ ହୋଇଛନ୍ତି । ଏହାପରେ ତାଙ୍କୁ ଅଣସର ପିଣ୍ତିକୁ ବିଜେ କରାଯାଇଛି । ୧୫ ଦିନ ଧରି ଅସୁସ୍ଥ ଶ୍ରୀଜୀଉଙ୍କର ଚାଲିବ ଗୁପ୍ତ ଅଣବସର ନୀତି । ଏପଟେ ଆଜି ଠାରୁ ରତ୍ନସିଂହାସନରେ ପୂଜା ପାଉଛନ୍ତି ପଟ୍ଟିଦିଅଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO