ଭୁବନେଶ୍ୱର– ପୂର୍ବ ସରକାର ଆରମ୍ଭ କରିଥିବା ଲକ୍ଷ୍ମୀ ବସ୍ ଯୋଜନାର ନାମ ବଦଳିପାରେ । ଏନେଇ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇନାହିଁ । ତେବେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କହିଛନ୍ତି ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି । ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ । ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍ ସେବା ଦିଆଯିବ ।
Related Stories
October 10, 2024