ଭୁବନେଶ୍ୱର, କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସୋମବାର ଦିନ ଲୋକସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତୃହରି ମହତାବ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ସେ ଓଡିଆ ଭାଷାରେ ଶପଥ ଗ୍ରହଣ କରିଛନ୍ତି ।
ଭୁବନେଶ୍ୱର, କେନ୍ଦ୍ର ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସୋମବାର ଦିନ ଲୋକସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତୃହରି ମହତାବ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ସେ ଓଡିଆ ଭାଷାରେ ଶପଥ ଗ୍ରହଣ କରିଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO