ଭୁବନେଶ୍ୱର– କମିବ ଟ୍ରାଫିକ ଯନ୍ତ୍ରଣା , ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ । ଲୋକଙ୍କୁ ଆଉ ଘଂଟା ଘଂଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ । ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ । ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତି ନିଆଯିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO