ଭୁବନେଶ୍ୱର, କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ରେଗେଡ଼ା ପଞ୍ଚାୟତ ନୂଆଗାଁ ଗ୍ରାମର ଜଣେ ମହିଳାଙ୍କ ସାପ କାମୁଡା କାରଣରୁ ମୃତ୍ୟୁ ହୋଇଥିବା ଜଣା ପଡିଛି ।
ମିଳିଥିବା ସୂଚନା ଅନୁସାରେ ଗୌରୀ ପ୍ରଧାନ ନାମକ ଜଣେ ମହିଳା ଆଜି ସକାଳୁ ନିକଟସ୍ଥ ପଡିଆକୁ ଯାଇଥିବା ସମୟରେ ଏକ ବିଷଧର ସାପ କାମୁଡିଥିଲା ।ତାଙ୍କୁ ସଙ୍ଗେ ସଙ୍ଗେ ନରସିଂହପୁର ମେଡିକାଲ କୁ ଚିକିତ୍ସା ପାଇଁ ଅଣାଯାଇଥିଲା ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO