ଗଞ୍ଜାମ– ଆଜି ଖଲ୍ଲିକୋଟ ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଘଟିଛି ଅଗ୍ନିକାଣ୍ଡ । ମେଡ଼ିକାଲର ଉପର ମହଲା ଶିଡ଼ି ତଳେ ଲାଗିଛି ନିଆଁ । ନିଆଁ ଲାଗିବା ଦେଖି ରୋଗୀଙ୍କୁ ଅନ୍ୟ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO