ନୂଆଦିଲ୍ଲୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତି ପ୍ରଭାତି ପରିଡା ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ ନୂଆଦିଲ୍ଲୀଠାରେ ସାକ୍ଷାତ କରିଛନ୍ତି ।
Related Stories
November 21, 2024
November 21, 2024