![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ନୂଆଦିଲ୍ଲୀ, କେନ୍ଦ୍ର ବନ୍ଦର ଓ ଜାହାଜ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ସୋମବାର ଦିନ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।