![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର, ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଙ୍ଗଳବାର ଦିନ ରାଜ୍ୟପାଳ ରଘୁବର ଦାସଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ସୂଚନାଯୋଗ୍ୟ ଯେ ଶ୍ରୀ ଜେନା ଗତ ୩୦ ତାରିଖ ଦିନ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଛନ୍ତି । ତାଙ୍କ ସ୍ଥାନରେ କେନ୍ଦ୍ରୀୟ ଡେପୁଟେସନ୍ ରେ ଥିବା ମନୋଜ ଆହୁଜାଙ୍କୁ ମୁଖ୍ୟ ସଚିବ ଦାୟିତ୍ୱ ଦିଆଯାଇଛି ।