ଭୁବନେଶ୍ୱର– ଓଏଏସ୍ ଅଧିକାରୀ ଆଦିତ୍ୟ ମହାପାତ୍ରଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO