ନୂଆଦିଲ୍ଲୀ– କେରଳର ତିନି ନବନିର୍ବାଚିତ ସଦସ୍ୟ ମଙ୍ଗଳବାର ରାଜ୍ୟସଭା ସଦସ୍ୟ ରୂପେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟସଭାର ସଭାପତି ଜଗଦୀପ ଧନଖଡ଼ ଏହି ନୂଆ ସାଂସଦ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।
ଇଣ୍ଡିୟନ ୟୁନିଅନ ମୁସଲିମ୍ ଲିଗ୍ (ଆଇୟୁଏମଏଲ)ର ସାଂସଦ ହାରିସ ବୀରନ, କେରଳ କଂଗ୍ରେସ (ଏମ)ର ଜୋସ କେ. ମଣି ଏବଂ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ର ନେତା ପିପି ସୁନିର ଉଚ୍ଚ ସଦନର ସଦସ୍ୟ ରୂପେ ଶପଥ ଗ୍ରହଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO