ଭୁବନେଶ୍ୱର, ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସହରର ମୁଖ୍ୟ ରାସ୍ତାରେ ଥିବା ଏକ ସୁନା ଗହଣା ଦୋକାନରୁ ସଟର ଭାଙ୍ଗି ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । କେତେ ମୂଲ୍ୟର ସୁନା ଚୋରୀ ହୋଇଛି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ବେଳେ ରାଜଗାଙ୍ଗପୁର ପୋଲିସ ଏହି ମାମଲାରେୈ ତଦନ୍ତ ଜାରି ରଖିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO