ଭୁବନେଶ୍ୱର, ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ବୁଧବାର ରାଜଭବନ ଠାରେ ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ରାଜଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Related Stories
July 5, 2024