ଭୁବନେଶ୍ୱର – ସୁଭଦ୍ରା ଯୋଜନାକୁ ନେଇ କୌଣସି ପ୍ରକାର ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡା ।
ସେ କହିଛନ୍ତି ଯେ, ମୁଁ ପୂର୍ବରୁ କହିଥିଲି 100 ଦିନ ମଧ୍ୟରେ ସୁଭଦ୍ରା ଯୋଜନା ଉପରେ ନିଷ୍ପତ୍ତି ନିଆଯିବ । ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସରକାରଙ୍କ ତରଫରୁ ନୋଟିଫିକେସନ ବାହାରିନି. କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO