ଭୁବନେଶ୍ୱର, ରଥାରୂଢ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିଛନ୍ତି ପୂର୍ବତନ ନବୀନ ପଟ୍ଟନାୟକ । ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ରରେ ପହଂଚିଥିଲେ । ଏହାପରେ ସେ ରଥାରୂଢ ଶ୍ରୀବିଗ୍ରହଙ୍କୁ ଦର୍ଶନ କରିଥିଲେ । ପରେ
ନବୀନଙ୍କୁ ମଞ୍ଚ ଉପରକୁ ପାଛୋଟି ନେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO