ପୁରୀ, ଆସନ୍ତା ୧୪ ରେ ରତ୍ନଭଣ୍ଡାର ଚାବି ଉପସ୍ଥାପନ । ତଦାରଖ କମିଟି ସମ୍ମୁଖରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ । ରଥଯାତ୍ରାରେ ବ୍ୟସ୍ତ ଥିବାରୁ ଆଜି ଚାବି ଉପସ୍ଥାପନ ହୋଇପାରିନି । ୧୪ ତାରିଖରେ ଚାବି ଉପସ୍ଥାପନ କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO