ଭୁବନେଶ୍ୱର, ବିଶ୍ୱ ଜନସଂଖ୍ୟା ଦିବସର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଛୋଟ ପରିବାର, ସୁଖୀ ପରିବାର । ଜନସଖ୍ୟା ବୃଦ୍ଧି ଆଜି ବିଶ୍ୱ ସମସ୍ୟା ପାଲଟିଛି । ଏହାର ସମାଧାନ ପାଇଁ ଆମେ ସମସ୍ତଙ୍କୁ ମିଳିତ ଭାବେ କାମ କରିବାକୁ ପଡିବ । ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ସମସ୍ତଙ୍କୁ ଅନୁରୋଧ ଯେ, ଜନସଂଖ୍ୟା ନିୟନ୍ତ୍ରଣ ପ୍ରତି ସଚେତନତା ସୃଷ୍ଟି କରନ୍ତୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO