ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୀତି ଆୟୋଗରେ ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି –
“ଆଜି ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିବା ସହ ଅଭିବୃଦ୍ଧିକୁ ଆଗକୁ ବଢ଼ାଇବା ଦିଗରେ ସେମାନଙ୍କ ବିଚାର ଶୁଣିଲି” ।