ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ଲୋକ ସେବାର ସମ୍ମିଳନୀ କକ୍ଷରେ 2024-25 ଆର୍ଥିକ ବର୍ଷ ପାଇଁ ପ୍ରାକ ବଜେଟ ପରାମର୍ଶ ସଭାରେ ଯୋଗ ଦେଇଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା ମଧ୍ୟ ଉପସ୍ଥିତ ଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO