ଭୁବନେଶ୍ୱର, ତେଲେଙ୍ଗାନାର ଉପ ମୁଖ୍ୟମନ୍ତ୍ରୀ ତଥା ଅର୍ଥ, ଯୋଜନା ଓ ଶକ୍ତି ବିଭାଗର ମନ୍ତ୍ରୀ ବି.ଭି ମାଲ୍ଲୁ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ଉଭୟଙ୍କ ମଧ୍ୟରେ ଏକ ବୈଠକ ମଧ୍ୟ ହୋଇଥିବା ଜଣା ପଡିଛି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Related Stories
November 22, 2024