ଭୁବନେଶ୍ୱର – ଗୌରୀଶଙ୍କରରାୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅଗ୍ରଗଣ୍ୟ ବ୍ୟକ୍ତିତ୍ୱ କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ‘ଉତ୍କଳ ଦୀପିକା’ ସମ୍ବାଦ ପତ୍ର ମାଧ୍ୟମରେ ଓଡ଼ିଆ ଭାଷା ସାହିତ୍ୟର ସୁରକ୍ଷା କରି ଏହାର ଗରିମା ବୃଦ୍ଧି ଦିଗରେ ନିଜ ଉଲ୍ଲେଖନୀୟ ଭୂମିକା ପାଇଁ ସେ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବେ।
Related Stories
September 16, 2024